Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ଜାତୀୟ ସ୍ତରରେ ଓଡିଶୀ ନୃତ୍ୟ ମାଧ୍ୟମରେ ଗଣେଶ ବନ୍ଦନା,ଓ ଶ୍ରୀଖଣ୍ଡି ନୃତ୍ୟ କରି ଚର୍ଚ୍ଚା ରେ ଓଡିଶୀ ନୃତ୍ୟଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର |

28-Apr-2025

ଜାତୀୟ ସ୍ଥରରେ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଗଣେଶ ବନ୍ଦନା ଓ ଶ୍ରିଖଣ୍ଡି ନୃତ୍ୟ କରି ଚର୍ଚ୍ଚା ରେ ଓଡ଼ିଶୀ ନୃତ୍ୟ ଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର।

                  ଓଡିଶା ଜନ ମତ   ବ୍ୟୁରୋ, 

ଭୁବନେଶ୍ଵର:- ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶୀ ନୃତ୍ୟ କୁ ନେଇ ଜାତୀୟ ସ୍ତର ରେ ପୁଣି ଥରେ ଚର୍ଚ୍ଚିତ ହୋଇଛନ୍ତି ଓଡ଼ିଶୀ ନୃତ୍ୟ ଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର।

ଅଲ ଇଣ୍ଡିଆ ଡ୍ୟାନ୍ସର ଆସୋସିଏସନ୍ ଓ ଅଭିଭଭ ଆର୍ଟ ଏକାଡେମୀ , ମୁମ୍ବାଇ ର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଅନ୍ତରଙ୍ଗା ଉତ୍ସବ ରେ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଗଣେଶ ବନ୍ଦନା ଓ ଶ୍ରିଖଣ୍ଡି ନୃତ୍ୟ କରି ବେଶ୍ ପ୍ରସଂସା ର ପତ୍ର ପାଲଟିଛନ୍ତି ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର।

ମୁମ୍ବାଇ ରେ ଆୟୋଜିତ ଏହି କାର୍ଯୟକ୍ରମରେ ଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର ପ୍ରଥମେ ଗଣେଶ ବନ୍ଦନା କୁ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ପରିବେଷଣ କରିଥିଲେ ଏବଂ ପରେ ପରେ ଦ୍ୱିତୀୟ ପର୍ଯ୍ୟାୟ ରେ ଶ୍ରିଖଣ୍ଡି କୁ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ପରିବେଷଣ କରିଥିଲେ। ଯାହାକି ସେଠାରେ ଉପସ୍ଥିତ ଥିବା ଦର୍ଶକଙ୍କୁ ବେଶ୍ ଆକର୍ଷିତ କରିଥିଲା। ନୃତ୍ୟ ର ଶେଷ ପର୍ଯ୍ୟାୟ ରେ ଦର୍ଶକ ମାନଙ୍କ କର ତାଳି ରେ କାର୍ଯ୍ୟକ୍ରମ ଟି ପ୍ରକମ୍ପିତ ହୋଇଥିଲା।

କାର୍ଯ୍ୟକ୍ରମ ର ପରିଶେଶ ରେ ପ୍ରତିଷ୍ଠିତ କଳାକାର ଭାରତନାଟ୍ୟମ ଓ କୁଚିପୁଡି ନୃତ୍ୟଶିଳ୍ପୀ ଡ଼ଃ ରଥେଶ ବାବୁ ଙ୍କ ଦ୍ଵାରା ନୃତ୍ୟ ଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର ଙ୍କୁ ସମ୍ମାନୀତ କରାଯାଇଥିଲା।

୧୯୭୧ ମସିହାରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଐତିହାସିକ ମନ୍ଦିର ନଗରୀରେ ଜନ୍ମଗ୍ରହଣ କରିଥିବା ଗୁରୁ ପୁଷ୍ପିତା ମିଶ୍ର ସମାଜଶାସ୍ତ୍ରରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ସହ ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟ ଅଧୀନରେ ପ୍ରାଚୀନ କଳା କେନ୍ଦ୍ର ଦ୍ୱାରା ପରିଚାଳିତ ଓଡ଼ିଶୀ ନୃତ୍ୟରେ ସଙ୍ଗୀତ ବିଶାରଦ ହାସଲ କରିଛନ୍ତି। ସେ ନୃତ୍ୟ ଗୁରୁ ପଙ୍କଜ ଚରଣ ଦାସଙ୍କ ଶିଷ୍ୟା। ଗୁରୁ ଶ୍ରୀମତୀ ପୁଷ୍ପିତା ମିଶ୍ର ଙ୍କ ଦ୍ଵାରା ଭୁବନେଶ୍ଵର ଠାରେ ଓଡିଶୀ ନୃତ୍ୟ ଅନୁଷ୍ଠାନ କଳିଙ୍ଗାୟନ ତର୍ଯ୍ୟତକମ ପ୍ରତିଷ୍ଠା କରାଯାଇଛି।ସେ ICCR ଏବଂ IRCENର ଜଣେ ତାଲିକାଭୁକ୍ତ କଳାକାର, ସର୍ବୋଦୟ ଇଣ୍ଟରନ୍ୟାସନାଲ ଟ୍ରଷ୍ଟ, ଓଡ଼ିଶା ଚାପ୍ଟରର ଟ୍ରଷ୍ଟି ଏବଂ ଆଧିକାରିକ ସ୍ୱାକ୍ଷରକାରୀ, ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟର ସିନିୟର ଫେଲୋସିପ୍ଧାରୀ ଏବଂ ଭୁବନେଶ୍ୱର ସଂଗୀତ ସର୍କଲର ସଦସ୍ୟ।

News Comment

You Might Also Like

BACK TO TOP