Breaking News

ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||     

ବର ସାହି ଗ୍ରାମ ପଞ୍ଚାୟତ ରେ ଖୋର୍ଦ୍ଧା ଜିଲ୍ଲା ପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତଅଭିଯୋଗ ଶୁଣାଣି |

30-Apr-2025

ବରସାହି ଗ୍ରାମପଞ୍ଚାୟତ ରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି,
(୯୫ ଅଭିଯୋଗ ଦାଖଲ:୫ଟି ର ତ୍ୱରିତ ସମାଧାନ କଲେ ଜିଲ୍ଲାପାଳ |

ଓଡିଶା ଜନମତ,  ଖୋର୍ଦ୍ଧା,  ଗୋପାଳ କୃଷ୍ଣ ପ୍ରଧାନ,

ଆଜି  ସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୦ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ସଦର ବ୍ଲକ ଅନ୍ତର୍ଗତ, ବରସାହି ଗ୍ରାମ ପଂଚାୟତ ସଭାଗୃହ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ ଙ୍କ  ମିଳିତ   ଜନ ଅଭିଯୋଗ ଶୁଣlଣି ଶିବିର ଅନୁଷ୍ଠିତ ହୋଇଯାଇଅଛି  l ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା,  ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଖୋର୍ଦ୍ଧା, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା,ବି ଡି ଓ ,ଖୋର୍ଦ୍ଧା,ଶ୍ରୀମତୀ  ଖିରାଧି ତନୟା ସାହୁ ତହସିଲଦାର ,ଶ୍ରୀ ବିଭାଷ ପାଣିଗ୍ରାହୀ  ଯୋଗଦେଇ ସାଧାରଣ ଲୋକ ଙ୍କ ଅଭିଯୋଗ ଶୁଣିଥିଲେ l ଆଜିର ଅଭିଯୋଗ ଶିବିରକୁ ବିଭିନ୍ନ ଅଞ୍ଚଳ ର ମୋଟ ୯୫ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୮ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୦୮ ଗୋଟି ଅଭିଯୋଗ  ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ  ଅଭିଯୋଗ ସ୍ଥଳରେ ୫ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ l ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜାଗୁଲେଇ ପାଟଣା ର ଅକ୍ଷୟ ବେହେରାଙ୍କୁ ୫ ହଜାର, କୁମ୍ଭିଲୋ କେରଙ୍ଗର ନକୁଳ ବଡ଼ଜେନା ଙ୍କୁ ୧୦ ହଜାର ଏବଂ ବରସାହିର ଯୋଗେନ୍ଦ୍ର ବେହେରାଙ୍କୁ ୧୫ ହଜାର ଲେଖାଏଁ ମୋଟ ୩ ଜଣ ଅଭିଯୋଗ କାରି ଙ୍କୁ   ୩୦ ହଜାର ଟଙ୍କା ଆର୍ଥିକ ସହାୟତା ଏବଂ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧ ଜଣ ଅଭିଯୋଗ କାରି ବରସାହିର ମିଲୀ ବେହେରାଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୫ ହଜାର ଟଙ୍କା  ଆର୍ଥିକ ସହାୟତା ରାଶି ଯୋଗାଇ ଦେଇଥିଲେ l  ପରେ ଜିଲ୍ଲାପାଳ ଶ୍ରୀ ରାଣା  ସମନ୍ୱିତ ଶିଶୁ ବିକାଶ ଯୋଜନା, ମିଶନ ଶକ୍ତି , ଓଡିଶା ଜୀବିକା ମିଶନ, ଗ୍ରାମୀଣ ଗୃହ, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଶିବିର, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ପ୍ରାଣୀ ଚିକିତ୍ସା  ସଚେତନତା ଷ୍ଟଲ୍ ବୁଲି ଦେଖିଥିଲେ l ଜନଶୁଣାଣି  ଶିବିରରେ    ଅନ୍ୟ ମାନଙ୍କ ମଧ୍ୟରେ , ଅଧିକ୍ଷଣ ଯନ୍ତ୍ରୀ,ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଖୋର୍ଦ୍ଧା ଶ୍ରୀମତୀ ରଶ୍ମିତା ଦାସ,ଡେପୁଟି କଲେକ୍ଟର, ଅଭିଯୋଗ,ଆର୍ତତ୍ରାଣ ମଲ୍ଲିକ, ସହକାରୀ କଲେକ୍ଟର, ଅଭିଯୋଗ ଭୁବନେଶ୍ୱରୀ କଅଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ,ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ପଂଚାୟତ ଅଧିକାରୀ, ଶ୍ୟାମଲେନ୍ଦୁ ନାୟକ,ସି.ଏସ ଓ, ସୂଗୁଡ଼ା ମୁର୍ମୁ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀଯୋଗ ଦେଇଥିଲେ l

News Comment

You Might Also Like

BACK TO TOP