Breaking News

ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||     

ବରିଷ୍ଟ ନାଗରିକ ସଙ୍ଘ ପକ୍ଷରୁ ସଦସ୍ୟଙ୍କ 55ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ ||

02-May-2025

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସଦସ୍ୟ ଙ୍କ ୫୫ ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ,

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୨/୦୫:

  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘ ତରଫରୁ ମା` ପାଟଖଣ୍ଡା ମନ୍ଦିର ପରିସରରେ ବରିଷ୍ଠ ନାଗରିକ ସଂଘ ର ସଦସ୍ୟ ବି. ଲୋକନାଥ ପାତ୍ର ଓ ଶ୍ରୀମତୀ ରତ୍ନମଣି ପାତ୍ରଙ୍କ ୫୫ ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସଂଘର ଉପସଭାପତି ସୀମାଞ୍ଚଳ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜନ କରାଯାଇଥିଲା। ଉକ୍ତ ବୈଠକରେ ପ୍ରାୟ ୭୦ ସଦସ୍ୟ, ସଦସ୍ୟା ଙ୍କ ସମେତ ସଂପାଦକ ମନ୍ମଥ କୁମାର ରାଉଳ , ପ୍ରହ୍ଲାଦ ପ୍ରସାଦ ଲେଙ୍କା, ଡ଼.ମଧୁସୂଦନ ମହାପାତ୍ର,  ରାଜକିଶୋର ସାହୁ ଏବଂ ଶ୍ରୀ ପାତ୍ରଙ୍କ ପୁଅ,ବୋହୂ ,ନାତି ,ନାତୁଣୀ, ଶୁଭେଛୁ ଓ ବନ୍ଧୁ ବାନ୍ଧବ ଯୋଗ ଦେଇ ଶ୍ରୀ ପାତ୍ରଙ୍କର ଦାମ୍ପତ୍ୟ ଜୀବନ ଦୀର୍ଘ ଓ ସୁଖମୟ କାମନା କରିଥିଲେ। ବରିଷ୍ଠ ନାଗରିକ ସଂଘ ତରଫରୁ ସମଗ୍ର ଅଞ୍ଚଳ ପାଇଁ ଏହା ଏକ ନୂତନ କାର୍ଯ୍ୟକ୍ରମ ବୋଲି ଅଞ୍ଚଳରେ ଆଲୋଚନା ହେଉଛି।

News Comment

You Might Also Like

BACK TO TOP