Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ମାଟ୍ରିକ ପରୀକ୍ଷାରେ ସରସ୍ୱତୀ ଶିଶୁମନ୍ଦିର ର ଛାତ୍ରୀ ଙ୍କ ସଫଳତା |

02-May-2025

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଙ୍କ ସଫଳତା : ସମଗ୍ର କନ୍ଧମାଳ ଜିଲ୍ଲାରେ ଶତକଡା ହାର ୯୭. ୪୫,

ଓଡିଶା ଜନମତ, କନ୍ଧମାଳ, ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୨/୦୫:

  ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା ପଣ୍ଡା ଏ ୧ ଗ୍ରେଡ଼ ରେ ୬୦୦ ରୁ ୫୫୭ ନମ୍ବର ରଖି ୯୨. ୮୩% ରେ ସମଗ୍ର ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର କରି ଶିଶୁ ମନ୍ଦିରର ଗୌରବାନ୍ଵ୍ୟତ କରିପାରିଛନ୍ତି l ସୁଶ୍ରୀ ସମ୍ପନ୍ନା ପଣ୍ଡା ଙ୍କ ପିତା ନିରାକାର ପଣ୍ଡା, ମାତା ପ୍ରୀତି ସାଗରିକା ପଣ୍ଡା ବାଲିଗୁଡା ସ୍ଥିତ ପଣସପଡି ସାହିରେ ରୁହନ୍ତି l ଏ ସଫଳତା ପଛରେ ବିଶେଷ କରି ପିଉସୀ ନାନୀ ନିଳୀମା ପଣ୍ଡା ଓ ପିଉସା ସନ୍ତୋଷ କୁମାର ମୁନି, ମାତା ପିତା ତଥା ଶିଶୁ ମନ୍ଦିର ର ଗୁରୁମା, ଗୁରୁଜୀ ଙ୍କ ଆଶୀର୍ବାଦ ରହିଥିବା ବିଷୟ ସମ୍ପନ୍ନା ପ୍ରକାଶ କରିଛନ୍ତି l ସେହିପରି ସମଗ୍ର କନ୍ଧମାଳ ଜିଲ୍ଲାରେ ୨୧୪ ଟି ବିଦ୍ୟାଳୟରେ ୧୦୦୪୮ ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବା ବେଳେ ୧୭୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି l ସେଥି ମଧ୍ୟରୁ ଏ ୧ ଗ୍ରେଡ଼ ରେ ମାତ୍ର ୬ ଜଣ ରହିଥିବା ବେଳେ ଏ ୨ ଗ୍ରେଡ଼ ରେ ୪୬ ଜଣ, ବି ୧ଗ୍ରେଡ଼ ରେ ୩୦୩ ଜଣ, ବି ୨ ଗ୍ରେଡ଼ ରେ ୧୨୯୨ ଜଣ, ସି ଗ୍ରେଡ଼ ରେ ୨୮୫୬ ଜଣ, ଡ଼ି ଗ୍ରେଡ଼ ରେ ୩୭୩୩ ଜଣ, ଇ ଗ୍ରେଡ଼ ରେ ୧୩୮୯ ଜଣ, ଏଫ ଗ୍ରେଡ଼ ରେ ୨୫୨ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି l ସେଥିମଧ୍ୟରୁ  ୫୨୭୧ ଜଣ ଛାତ୍ରୀ ରହିଥିବା ବେଳେ ୪୩୫୪ ଜଣ ଛାତ୍ର ରହିଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ରେ ଶତକଡା ହାର ୯୭. ୪୫ ରହିଥିବା ଜଣାପଡିଛି l

News Comment

You Might Also Like

BACK TO TOP