Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଦଣ୍ଡପାଣି ମହାରଥ ମହାବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ||

02-May-2025

ଦଣ୍ଡପାଣି ମହାରଥା ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଭଂଜନଗର, ୦୨/୦୫:  ବାର୍ଷିକ ଉତ୍ସବ ଓ କ୍ରୀଡ଼ା ଉଦଯାପନୀ ଉତ୍ସବ ବହୁ ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଶିକ୍ଷାର ଅଭିବୃଦ୍ଧି ପାଇଁ ପିଲାଙ୍କର ପାଠ ପଢିବା ସହିତ ସେମାନଙ୍କର ସାଠର ମଧ୍ୟ ଆବଶ୍ୟକତା ରହିଅଛି । ତେଣୁ ପ୍ରତ୍ୟେକ ବର୍ଷ ଆରମ୍ଭରୁ ବିଦ୍ୟାଳୟ ରୁ ଆରମ୍ଭ କରି ମହାବିଦ୍ୟାଳୟ ଗୁଡ଼ିକରେ ବାର୍ଷିକ ଉତ୍ସବ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା ଦଣ୍ଡପାଣି ମହାରଥା ବିଜ୍ଞାନ ମହାବିଦ୍ୟାଳୟରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଦୁର୍ଗା ମାଧବ ଦାଶ ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟକ୍ଷ ସୁଶାନ୍ତ କୁମାର ନାୟକ ମହାବିଦ୍ୟାଳୟର ସଂକ୍ଷିପ୍ତ ବିବରଣୀ ପଠନ କରିଥଲେ। ମହାବିଦ୍ୟାଳୟର ଯେଉଁ ସବୁ ଅସୁବିଧା ରହିଛି ତାହା କିପରି ଭାବେ ସୁବିଧା ହେଇ ପାରିବ ସେହି ଉପରେ ଅଧ୍ୟକ୍ଷ ନିଜର ବକ୍ତବ୍ୟରେ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭଂଜନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ନରିସଭା ନାୟକ, ଗାଲେରୀ ସରପଞ୍ଚ ସୁମିତ୍ରା ଗୌଡ଼, ସମ୍ମାନିତ ଅତିଥି ଭାବେ ସୁଦାମ ଦଳବେହେରା , ମହାବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ପ୍ରଶାନ୍ତ କୁମାର ଦିଗାଲ, ବିଶିଷ୍ଟ ଶିକ୍ଷାବିତ୍ ମାନସ କୁମାର ପଣ୍ଡା ଏହି ଉତ୍ସବରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ୍ ଲୋକନାଥ ମହାନ୍ତି ଏବଂ ଅଧ୍ୟକ୍ଷ ସଭାପତିର ଦାୟୀତ୍ବ ତୁଲାଇ ଥିଲେ। ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ସିତେଶ କୁମାର ଦାଶ, ବିରୁପାକ୍ଷ ସାହୁ, ହେମନ୍ତ ମହାରଣା, ରଙ୍କନିଧି ପ୍ରଧାନ, ଅଶ୍ୱିନୀ କୁମାର ଗୌଡ଼, ଦିବ୍ୟ ଲୋଚନ ବିଶ୍ଵାଳ, ବଙ୍ଗାଳୀ ସେଠୀ ସମସ୍ତ କର୍ମଚାରୀଙ୍କ ସହ ସଂଗୀତା, ମନସ୍ମିତା ସାହୁ, ସ୍ମୃତିରାଣୀ ଗୌଡ଼, ରାଜେଶ୍ଵର ଦାଶ, ଶୟନ ଶତପଥୀ, ଶିଶିର,ଆକାଶ, ସାଗର, ଶ୍ରୀକାନ୍ତ, ପବିତ୍ର, ଶିଶିର, ଶୁଭଶ୍ରୀ, ଶିବାନୀ ଇତ୍ୟାଦି ଛାତ୍ରଛାତ୍ରୀ ସଭା କାର୍ଯ୍ୟ ଆଗକୁ ନେବାରେ ସହଯୋଗ କରିଥିଲେ। ଶିକ୍ଷା ହିଁ ସୁମାର୍ଗ ଶିକ୍ଷା ହିଁ ମଣିଷ ଜୀବନର ଆଲୋକ ଏଭଳି କିଛି ବକ୍ତବ୍ୟ ରଖିଥିଲେ। ଏଥିସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ବହୁ ଆଡ଼ମ୍ବରରେ ପାଳିତ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ସଙ୍ଗୀତ, ନୃତ୍ୟ ଏବଂ ବାର୍ଷିକ କ୍ରୀଡାରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରା ଯାଇଥିଲା। ଏହି ମହାବିଦ୍ୟାଳୟରେ ୨୨୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ରହିଥିବା ବେଳେ ସେମାନଙ୍କ ମଧ୍ୟରେ ବେଶ୍ ଖୁସି ଜଣାପଡୁଥିବା ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP