Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

କରନ୍ଦା ପଲ୍ଲୀ ଗ୍ରାମରେ ଜଣଙ୍କୁ ମରାଣା ନ୍ତକ ଆକ୍ରମଣ ରେ ଅଭିଯୁକ୍ତ ଗିରଫ |

03-May-2025

କରନ୍ଦା ପଲ୍ଲୀ ରେ ଜଣଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଅଭିଯୁକ୍ତ ଗିରଫ,

                      ଓଡିଶା ଜନ ମତ ବବ୍ୟୁରୋ, 

ପରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ  ବଡ଼ ବରଙ୍ଗା ପଞ୍ଚାୟତ ର  କରନ୍ଦାପଲ୍ଲୀ ଗ୍ରାମରେ ମଙ୍ଗୁଳୁ ରେଡି ଙ୍କୁ ସେହି ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ   ମିଟୁ ରେଡି ମରଣାନ୍ତକ ଆକ୍ରମଣ କରି ଜୀବନରେ ମାରିଦେବାକୁ ଚେଷ୍ଟା କରିଥିଲେ | ତେବେ ଘର ଲୋକ ଏହିଘଟଣାରେ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ଥାନା ଅଧିକାରୀ ରାଜେଶ ନାୟକ ଓଷ୍ଟାଫ ଘଟଣା ସ୍ଥଳ ରେ ପହଞ୍ଚି ମରଣାତ୍ମକ ଆକ୍ରମଣ କରାଯାଇଥୁବା ଅଭିଯୋଗରେ ଦୁର୍ଦ୍ଦାନ୍ତ ଅପରାଧୀ ମିଟୁ ରେଡି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଏନେଇ ଥାନାରେ ଏକ ମାମଲା କେଶ ନଂ.୩୩୨ / ୨୫ରେ ରୁଜୁ ହୋଇଛି ।  ଏହା ପୂର୍ବରୁ ମଧ୍ୟ ମିଟୁଙ୍କ ନାମରେ ବିଭିନ୍ନ ଥାନାରେ ସଙ୍ଗୀନ ମାମଲା ରହିଛି । ଏପରିକି ସେ ଗିରଫ ହୋଇ ଜେଲ ଯାଇଥିବା ନେଇ ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକ କମାର ମିଶ୍ର କହିଛନ୍ତି | ସେ ଆହୁରି କହିଛନ୍ତି ଯେ ପୁରୁଷୋତ୍ତମ ପୁର ଥାନା ଏରିଆରେ କୌଣସି ପ୍ରକାର ଅପରାଧ କାର୍ଯ୍ୟ ରେ ଲିପ୍ତ ଥିବା ବ୍ୟକ୍ତି , ଅସମାଜିକ କାର୍ଯ୍ୟ କୁ ପ୍ରୋଛାହନ ଦେଉଥିବା  ଲୋକଙ୍କୁ କେବେ ବରଦାସ୍ତ କରାଯିବ ନାହିଁ, ବରଂ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି   ଏସଡ଼ିପିଓ ଓ ଆଇ ଆଇସି ମତ ଦେଇଛନ୍ତି |

News Comment

You Might Also Like

BACK TO TOP