Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ତାରା ତାରିଣୀ ମହା ବିଦ୍ୟାଳୟ ରେ ପୁରାତନ କର୍ମଚାରୀ ସମ୍ମିଳନୀ |

04-May-2025

ତାରାତାରିଣୀ ମହାବିଦ୍ୟାଳୟ ପୁରାତନ କର୍ମଚାରୀ ସମ୍ମିଳନୀ।

              ଓଡିଶା ଜନମତ ବ୍ୟୁରୋ,

ପୁରୁଷୋତ୍ତମପୁର ତା-୦୪/୦୫/୨୦୨୫ ରିଖ ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟ ଦୀର୍ଘ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ ତାରାତାରିଣୀ ମହାବିଦ୍ୟାଳୟରେ ପୁରାତନ କର୍ମଚାରୀଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡା ସଭାପତିତ୍ବ କରିବା ବେଳେ ପୂର୍ବତନ ଅଧ୍ୟକ୍ଷ ଡ଼ଃ ମନ୍ମଥନାଥ ପାଢ଼ୀ,ଶ୍ରୀ ଭବାନୀ କୁମାର ପଟ୍ଟନାୟକ,ଡ଼ଃ ଶ୍ରୀ ଆକୁଳାନନ୍ଦ ପାଢ଼ୀ ,ଡ଼ଃ ସୀମାଞ୍ଚଳ ପଟ୍ଟନାୟକ,ସମେତ ଅନେକ ବରିଷ୍ଠ ଅଧ୍ୟାପକ ଅଧ୍ୟାପିକା ସହ କର୍ମଚାରୀ ଉପସ୍ଥିତ ଥିଲେ।ଅଧ୍ୟାପକ ଡ଼ଃ ରମେଶ ଚନ୍ଦ୍ର ସେନାପତି ଉତ୍ସବରେ ସ୍ବାଗତ ସାମ୍ବାଷଣ ସହ ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ।ଏହି ଅବସରରେ ଅବସର ନେଇଥିବା ସହାୟକ ଗ୍ରନ୍ଥାଗାରକ ଶ୍ରୀ କପିଳେଶ୍ୱର ଦାଶଙ୍କୁ ସମ୍ବର୍ଦ୍ଧନାଜ୍ଞାପାନ କରାଯାଇଥିଲା।ଉତ୍ସବରେ ମହାବିଦ୍ୟାଳୟର ଉନ୍ନତିକଳ୍ପେ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଡ଼ଃ ରମେଶ ଚନ୍ଦ୍ର ସେନାପତି ଆବାହକତ୍ୱରେ ଏକ ଉପଦେଷ୍ଟା କମିଟି ଚୟନ କରାଯାଇଥିଲା । ଶ୍ରୀ ଶିବପ୍ରସାଦ ବେହେରା,ନୀଳାଚଳ ଦାସ,ଦୀପକ କୁମାର ବେହେରା,ଜଗଦୀଶ ରାଓ ପ୍ରମୁଖ ସହଯୋଗ କରିଥିଲେ।ପରିଶେଷରେ ମୁଖ୍ୟ କିରାଣୀ ଶ୍ରୀ ସୁଧିର କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP