Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଖୋର୍ଦ୍ଧା ଜିଲ୍ଲା ପ୍ରେସ କ୍ଲବ ଅନୁଷ୍ଠିତ |

05-May-2025

ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବ ନିର୍ବାଚନ 
ଶୁଭ୍ରାଂଶୁ ସଭାପତି, ଦିଲ୍ଲୀପ ସମ୍ପାଦକ ଭାବେ ପୁନଃ ନିର୍ବାଚିତ,

ଓଡିଶା ଜନମତ ଖୋର୍ଦ୍ଧା, ଗୋପାଳକୃଷ୍ଣ ପ୍ରଧାନ, 05/05/25:

ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବ ର ୨୦୨୫-୨୬ ବର୍ଷ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି l ପ୍ରେସ କ୍ଲବ ର ବରିଷ୍ଠ ସଦସ୍ୟ ତପନ କୁମାର ନାୟକ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭା ରେ ନିର୍ବାଚନ ପରିଚାଳନା ଅଧିକାରୀ ଭାବରେ ଅବ୍ୟକ୍ତ ହରି ହର ଖାଡ଼ଙ୍ଗା ଙ୍କୁ ନିଯୁକ୍ତ କରାଯାଇଥିଲା l ପ୍ରେସ କ୍ଲବ ପରିଚାଳନା ପରିଷଦ ସଦସ୍ୟ ଙ୍କ ମତାମତ ଆଧାର ରେ ସର୍ବସମ୍ମତିକ୍ରମେ ପ୍ରେସ କ୍ଲବ ର କର୍ମକର୍ତ୍ତା ଚୟନ କରାଯାଇଥିଲା l କ୍ଲବ ର ସଦସ୍ୟ ରଞ୍ଜିତ ସାମନ୍ତରାୟ ସଭାପତି ପ୍ରାର୍ଥୀ ଭାବେ ଶୁଭ୍ରାଂଶୁ ରଞ୍ଜନ ସାମନ୍ତରାୟ ଙ୍କ ନାମ ପ୍ରସ୍ତାବ ଦେଇଥିବାବେଳେ ଏହାକୁ ଈଶ୍ୱର ଚନ୍ଦ୍ର ମଙ୍ଗରାଜ ଓ କୃଷ୍ଣ ଚନ୍ଦ୍ର ଦାଶ ସମର୍ଥନ କରିଥିଲେ l ଜିତେନ୍ଦ୍ର କୁମାର ଭଞ୍ଜ ସମ୍ପାଦକ ପ୍ରାର୍ଥୀ ଭାବେ ଦିଲ୍ଲୀପ କୁମାର ପଟ୍ଟନାୟକ ଙ୍କ ନାମ ପ୍ରସ୍ତାବ ଦେଇଥିବାବେଳେ ଏହାକୁ ପ୍ରସନ୍ନ ପାଇକରାୟ ଏବଂ ମହମ୍ମଦ ମୋତାହାର ଯୁସୁଫ ସମର୍ଥନ କରିଥିଲେ l ଉପ-ସଭାପତି ଭାବେ ପ୍ରସନ୍ନ ପାଇକରାୟ ଓ ଲଳିତ ମୋହନ ମହାପାତ୍ର, ଯୁଗ୍ମ ସମ୍ପାଦକ ଭାବେ ରଞ୍ଜିତ କୁମାର ପାଟଶାଣୀ ଓ ଗୋପାଳ କୃଷ୍ଣ ପ୍ରଧାନ, ସହ-ସମ୍ପାଦକ  ସୟଦ ଲିୟାକତ ଅଲ୍ଲୀ, କୋଷାଧକ୍ଷ ଶୁଭ୍ରକାନ୍ତ ମହାପାତ୍ର, ଆବାହକ ପ୍ରକାଶ କୁମାର ହାତୀ, ଆଇନ ପରାମର୍ଶଦାତା ଅବ୍ୟକ୍ତ ହରି ହର ଖାଡ଼ଙ୍ଗା ଓ ସଂଗ୍ରାମ କେଶରୀ ହୋତା, ମୁଖ୍ୟ ପରାମର୍ଶଦାତା, ତପନ କୁମାର ନାୟକ,ଗଣମାଧ୍ୟମ ସଂଯୋଜକ ଭାବେ ସନ୍ତୋଷ ଚୌଧୁରୀ ଏବଂ ପରିଚାଳନା ସଦସ୍ୟ ଭାବେ, ଗୋପାଳ କୃଷ୍ଣ ଦାସ, ରାମ ନାରାୟଣ ଦାଶ, ସନ୍ଦୀପ ବର୍ମନ, ପ୍ରଭାତ ପାଣିଗ୍ରାହୀ, ରଞ୍ଜିତ ସାମନ୍ତରାୟ, ଗୋବିନ୍ଦ ଚନ୍ଦ୍ର ପଣ୍ଡା, ସନ୍ତୋଷ ବାରିକ, ପ୍ରବୀଣ ଭଞ୍ଜ, ପ୍ରକାଶ ପଟ୍ଟନାୟକ ଓ ଜିତେନ୍ଦ୍ର ଭଞ୍ଜ ନିର୍ବାଚିତ ହୋଇଥିବା ନେଇ ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ଖାଡ଼ଙ୍ଗା ଘୋଷଣା କରିଥିଲେ l
ପ୍ରେସ କ୍ଲବ ପକ୍ଷରୁ ନବନିର୍ବାଚିତ ସଦସ୍ୟ ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା l ଆଗାମୀ ଦିନ ରେ ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବ କୁ ସମସ୍ତ ସଦସ୍ୟ ମାନଙ୍କ ସହଯୋଗ ରେ ରାଜ୍ୟ ରେ ଏକ ଅଗ୍ରଣୀ ଅନୁଷ୍ଠାନ ଭାବରେ ଗଢିତୋଳିବା କୁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ନବ ନିର୍ବାଚିତ ସଭାପତି ଶ୍ରୀଯୁକ୍ତ ସାମନ୍ତରାୟ ତାଙ୍କ ବକ୍ତବ୍ୟ ରେ କହିବା ସହିତ ତାଙ୍କ ଉପରେ ପୁନଃ ଆସ୍ଥା ପ୍ରକଟ କରି ସଭାପତି ଭାବରେ ନିର୍ବାଚିତ କରିଥିବାରୁ ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବ ର ସମସ୍ତ ସଦସ୍ୟ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ l

News Comment

You Might Also Like

BACK TO TOP