Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

ଭାଟକୁମରଡା ହାଇସ୍କୁଲ ଓ କଲେଜ ପାଇଁ ଖଲ୍ଲିକୋଟ ବିଧାୟକ ଙ୍କ ପ୍ରତିନିଧି ନିଯୁକ୍ତ |

06-May-2025

ଭାଟକୁମରଡ଼ା ସ୍କୁଲ ଓ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ  ବିଧାୟକଙ୍କ ପ୍ରତିନିଧି ନିଯୁକ୍ତ ,

              ଓଡିଶା ଜନ ମତ ବ୍ୟୁରୋ,

ଭାଟକୁମରଡ଼ା ସ୍ଥିତ ନରସିଂହ ପଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବାସୁଦେବ ସେଠୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଲାଗି ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ତାଙ୍କ ପ୍ରତିନିଧି ନିଯୁକ୍ତ କରିଛନ୍ତି। ନରସିଂହ ପଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଲାଗି ଉକ୍ତ ଗ୍ରାମର ସୁନୀଲ କୁମାର ଦାସ ବିଧାୟକ ପ୍ରତିନିଧି ଭାବେ ନିଯୁକ୍ତ ହୋଇଛନ୍ତି। ଅନୂରୂପ ଭାବେ ବାସୁଦେବ ସେଠୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଲାଗି ସୁରେନ୍ଦ୍ର କୁମାର ଦାସ ନିଯୁକ୍ତି ପାଇଛନ୍ତି। ଉଭୟ ବିଧାୟକଙ୍କ ପ୍ରତିନିଧି ଭାବେ ଏଠାରେ ଦାୟିତ୍ବ ତୁଲାଇବେ। ଅଧିକ ସରକାରୀ ଓ ପ୍ରଶାସନ ମଧ୍ୟରେ ଯୋଗସୂତ୍ର ସ୍ଥାପନ କରି ଶିକ୍ଷାନୁଷ୍ଠାନର ଉନ୍ନତି ଲାଗି ଚିନ୍ତା କରିବେ ବୋଲି ମତବ୍ୟକ୍ତ କରିଛନ୍ତି। ଏନେଇ ବିଧାୟକଙ୍କ ଶ୍ରୀ ସେଠୀଙ୍କୁ ଉଭୟେ କୃତଜ୍ଞତା ଜଣାଇଛନ୍ତି। ଅନ୍ୟପକ୍ଷରେ ନବନିଯୁକ୍ତ ଦୁଇ ପ୍ରତିନିଧିଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି। ଏମାନଙ୍କ ଅମଳରେ ଉଭୟ ଶିକ୍ଷାନୁଷ୍ଠାନର ଯଥାସାଧ୍ୟ ବିକାଶ ସମ୍ଭବ ବୋଲି ଆଶାବାଦୀ ଅଛନ୍ତି।

News Comment

You Might Also Like

BACK TO TOP