Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ଛାତ୍ର, ଛାତ୍ରୀ ଙ୍କ ସଫଳତା |

07-May-2025

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁ ମନ୍ଦିର ର  ଦୁଇ ଛାତ୍ର, ଛାତ୍ରୀଙ୍କ ସଫଳତା,

             ଓଡିଶା ଜନମତ ବ୍ୟୁରୋ 

(ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷରେ କୃତିତ୍ୱ ହାସଲ,

 ପୁରୁଷୋତ୍ତମପୁର ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ର ଦୁଇ ଶିଶୁ ଭାଇ ଭଉଣୀ  ଷଷ୍ଠ ଶ୍ରେଣୀରେ ପଠାଣି ସାମନ୍ତ ମେଧାବୃତ୍ତି ପରୀକ୍ଷରେ କୃତିତ୍ବ ଅର୍ଜନ କରିଛନ୍ତି| ସେମାନ ହେଲେ ସୁବ୍ରତ କୁମାର ସାହୁ ପିତା- ସଞ୍ଜୀୟ କୁମାର ସାହୁ ମାତା - ସଙ୍ଗୀତା ସାହୁ ଓ ସିମ ରନ ପାତ୍ର ପିତା-ସୁଶାନ୍ତ କୁମାର ପାତ୍ର, ମାତା-ଗୋଲାପ କୁମାରୀ ପାତ୍ର | ତେଣୁ ସେହି ଶିଶୁ ଭାଇ ଭଉଣୀଙ୍କୁ xବିଦ୍ୟାଳୟ ର ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ଜଗବନ୍ଧୁ ଦଳାଇ, ଉପସଭାପତି ଶ୍ରୀଯୁକ୍ତ ହରିହର ପଣ୍ଡା, ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ଅନ୍ୟ କର୍ମ କର୍ତ୍ତା ପ୍ରଧାନ ଆଚାର୍ଯ୍ୟ ଓ ଗୁରୁଜୀ ଗୁରୁମା ଶିଶୁ ଭାଇ ଓ ଭଉଣୀ ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଓ ଉତ୍ତରୋତ୍ତରଉନ୍ନତି କାମନା କରିଛନ୍ତି|ଏଣୁ ପୁରୁଷୋତ୍ତମପୁର ସହର ରେ ଏହି ସଫଳତା ପାଇଁ ବହୁ ଗର୍ବ ଅନୁଭବ କରିଛନ୍ତି|

News Comment

You Might Also Like

BACK TO TOP