Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଡକାୟତି ମାମଲାରେ ଆଠ ଜଣଙ୍କୁ ସାତବର୍ଷ ଜେଲ ଦଣ୍ଡଦେଶ ଶୁଣାଇଲେ ସହକାରୀ ଦୌରା ଜଜ୍ |

09-May-2025

ଡକାୟତି ମାମଲାରେ ୮ଜଣଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ

ଓଡିଶା ଜନମତ,ବାଲିଗୁଡା:ସଞ୍ଜୟ କୁମାର ପାଣିଗ୍ରାହୀ: ତା, ୦୯/୦୫:

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ୨୦୨୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ମନୋଜ ଦଣ୍ଡିଆ ଙ୍କ ଘର ଭିତରେ ପଶି ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଏହି ଘଟଣାର ଶୁଣାଣୀ ଶୁକ୍ରବାର ମାନ୍ୟବର ସହକାରୀ ଦୌରାଜଜ ଙ୍କ ଅଦାଲତରେ ରାୟ ପ୍ରକାଶ କରି ଘଟଣା ରେ ସଂଶ୍ଲିଷ୍ଟ ଥିବା ୮ ଜଣଙ୍କୁ  ୭ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜୋରିମାନା ଅନାଦେୟ ୩ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଘଟଣା ପ୍ରକାରେ ସାରଙ୍ଗଡ଼ ଥାନା ଅଞ୍ଚଳରେ ୨୦୨୩ ମସିହା ଜୁନ ୯ ତାରିଖ ରାତ୍ରରେ ମନୋଜ ଦଣ୍ଡିଆଙ୍କ ଘରକୁ ଦୁଇଟି ଗାଡି ରେ ୮ଜଣ ଦୁର୍ବୁର୍ତ୍ତ ଆସି କବାଟ ବାଡେଇ ଜବରଦସ୍ତ ପଶି ସୁନା ,ରୂପା ଅଳଙ୍କାର ସାମଗ୍ରୀ, ମୋବାଇଲ ଓ ଘରେ ଥିବା ନଗଦ ୫୫ ହଜାର ଟଙ୍କା ଲୁଟି ନେଇଥିଲେ ।ଏ ନେଇ ସାରଙ୍ଗଡ଼ ଥାନାରେ କେଶ ନଂ. ୫୬/୨୩ ଏବଂ ଦଫା ନଂ. ୪୫୭ ଓ ୩୯୫ ପ୍ରକାରେ ମନୋଜ ଏକ ଏତଲା ଦାଏର କରିଥିଲେ l ଏତଲାକୁ ଭିର୍ତ୍ତି କରି ସାରଙ୍ଗଡ଼ ଥାନା ଅଧିକାରୀ ବିଦୁଲତା ବିଶ୍ଵାଳ ତଦନ୍ତ ଭାର ଗ୍ରହଣ କରି ଫୁଲବାଣୀ ଥାନା କେନ୍ଦୁ ପଦର ଗ୍ରାମର ଶଙ୍କର ଦିଗାଳ, ଫିରିଙ୍ଗିଆ ଥାନା ବାଲିଗଟା ଗ୍ରାମର ଅଙ୍ଗଦ ଦଳାଇ, ଜୋସେଫ ଦିଗାଳ, ସରୁକୋଇ ଗ୍ରାମର ରାଜନ ସାହାଣୀ, କାଡୁରାହା ଗ୍ରାମର କୀର୍ତ୍ତନ ଦିଗାଳ, ଆଠଗଡ଼ ଥାନା ରାଧା ବଲ୍ଲବ ପୁର ଗ୍ରାମର ସିପୁନ କୁମାର କବି, ସମସାରପୁର ଗ୍ରାମର ମାନ ଭଞ୍ଜନ ନାୟକ ଓ କୈବଲ୍ୟ ମାଳା ଗ୍ରାମର ଅଶୋକ ରାଉତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି ଘଟଣାର ଶୁଣାଣୀ ଶୁକ୍ରବାର ମାନ୍ୟବର ସହକାରୀ ଦୌରାଜଜ ଅଦାଲତ ଙ୍କ ବିଚାରପତି ଅପୂର୍ବ କୁମାର ରାୟ ଉକ୍ତ ୮ଜଣଙ୍କୁ ଏହି ରାୟ ଶୁଣାଇଛନ୍ତି । ଏହି ମାମଲା ଟି ସରକାରୀ ଓକିଲ ସୁରେଶ କୁମାର ପଟ୍ଟନାୟକ ପରିଚାଳନା କରୁଥିଲେ ।

News Comment

You Might Also Like

BACK TO TOP