Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ପୋଲସରା ବିଇଓ ଭାବେ ଦାଇତ୍ୱ ନେଲେ ଶ୍ରୀହର୍ଷ ବାବୁ |

09-May-2025

ପୋଲସରା ବିଇଓ ଭାବେ ଶ୍ରୀହର୍ଷବାବୁଙ୍କ ଦାୟିତ୍ଵ ଗ୍ରହଣ।

ଓଡିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା, ତା.୦୯/୦୫/୨୦୨୫:
ଗଞ୍ଜାମ ଜିଲ୍ଲାର ପୋଲସରା ବିଇଓଭାବେ ଶ୍ରୀହର୍ଷବାବୁ ଖାଡଙ୍ଗା ଆନୁଷ୍ଠାନିକ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଗଜପତି ଜିଲ୍ଲା ଗୁରୁଣ୍ଡି ସ୍ଥିତ ଏସ କେସିଜି ହାଇସ୍କୁଲର ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ତୁଲାଇ ଆସୁଥିଲେ। ସୂଚନା ଯୋଗ୍ୟଯେ ଏହା ପୂର୍ବରୁ ପିଣ୍ଟୁ କୁମାର ପ୍ରଧାନ ପୋଲସରା ବିଇଓ ଭାବେ ଦାୟିତ୍ଵ ତୁଲାଇ ଏଠାରୁ ବଦଳି ହୋଇଯିବା ପରେ ସ୍ଥାନୀୟ ଗୋପବନ୍ଧୁ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ସଡଙ୍ଗୀ ବିଇଓ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇ ଆସୁଥିବାବେଳେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ଭୂବନେଶ୍ବରଙ୍କ ଗତ ତା.୦୩/୦୫/୨୦୨୫ ଜାରି ନିର୍ଦ୍ଦେଶ କ୍ରମେ ଆଜି ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ କାର୍ଯ୍ୟାଳୟର ଯୋଗଦାନ ଦେଇଥିବାରୁ କାର୍ଯ୍ୟାଳୟ ତରଫରୁ ତାଙ୍କୁ ପାରଂପାରିକ ଉତ୍ତରୀୟ, ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ଵାଗତ ଏଵଂ ସମ୍ବର୍ଦ୍ଧନା ଦେଇଛନ୍ତି। ଏହି ଅବସରରେ ସମସ୍ତ ଷ୍ଟାଫ୍ ଏଵଂ କର୍ମଚାରୀଙ୍କ ଆନ୍ତରିକ ସହଯୋଗ କାମନା କରିବାସହ ପୋଲସରା ବ୍ଲକ୍ ଶିକ୍ଷାର ଉନ୍ନତି ସକାଶେ ନିଜ ତରଫରୁ ଯଥାସାଧ୍ୟ ଚେଷ୍ଠା କରିବେବୋଲି କହିଛନ୍ତି।

News Comment

You Might Also Like

BACK TO TOP