Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ମାଆ ପାଟଖଣ୍ଡା ଠାକୁରାଣୀଯାତ୍ରା ରେ ମାଆଙ୍କ ନଗର ଭ୍ରମଣ ଆରମ୍ଭ |

09-May-2025

ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରାର ନଗର ଭ୍ରମଣ ଆରମ୍ଭ: ଚତୁର୍ଥ ଦିନରେ ପଣସପଡି ର ମେଦ୍ରି ସାହି ପରିଭ୍ରମଣ: ଶତାଧିକ ଭକ୍ତ ଙ୍କ ସମାଗମ,

ଓଡିଶା ଜନମତ,ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୦/୦୫:

  କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା `ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା `ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଉଠିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ଚତୁର୍ଥ ଦିନରେ ପହଞ୍ଚି ଥିବା ବେଳେ ଶୁକ୍ରବାର ପ୍ରଥମ ନଗର ଭ୍ରମଣ ଆରମ୍ଭ ହୋଇଛି l  ଏହା ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା` ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି। ଅସ୍ଥାୟୀ ପୀଠ ରେ ମା `ପାଟଖଣ୍ଡା ଙ୍କ ସମେତ ମା` କନକ ଦୁର୍ଗା, ମା` ଡେଙ୍ଗସିଲ, ମା` ବରାଳଦେବୀ, ମା` ମହାମାୟୀ ଓ ମା` ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ଶୁକ୍ରବାର ଚତୁର୍ଥ ଦିନରେ ବାଲିଗୁଡା ଟାଉନ ର ପଣସପଡି ସ୍ଥିତ ମେଦ୍ରି ସାହି କୁ ପରିଭ୍ରମଣ କରି ଆସିଥିଲେ l ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆର ରେ ବିଭିନ୍ନ ପ୍ରକାର ନୃତ୍ୟ, ଗୀତ ସହ ବାଜା ବଜାଇ ଟାଉନର ବିଭିନ୍ନ ସାହି, କଲୋନୀ ଦେଇ ମେଦ୍ରି ସାହିର ଅସ୍ଥାୟୀ ପୂଜା ମଣ୍ଡପ ରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ସାହି ର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା` ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ, ଏହି ପରିପ୍ରେକ୍ଷୀରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତ ଙ୍କୁ ବେଶ ଖୋରାକ ଯୋଗାଉଛି l ଠାକୁରାଣୀ ଯାତ୍ରା କାଳରେ ଅପେରା, ମୀନାବଜାର, ଖାଦ୍ୟ ପସରା ଭଳି ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା`ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି ।ଏଥିରେ ମା ` ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଙ୍କ ସମେତ ଏହି ଠାକୁରାଣୀ ଯାତ୍ରାର ଏକ ୫ଜଣିଆ କମିଟି ସଦସ୍ୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପରିଚାଳନା କରୁଛନ୍ତି ।

News Comment

You Might Also Like

BACK TO TOP