Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବିଦ୍ୟାଳୟ ତରଫରୁ ସ୍ବର୍ଗତ ଶିକ୍ଷୟତ୍ରୀ ଙ୍କ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ |

11-May-2025

ସ୍ବର୍ଗତ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ।

ଓଡିଶା ଜନମତ,  ପୋଲସରା, ସନ୍ତୋଷ କୁମାର ପଣ୍ଡା, ତା.୧୧/୦୫/୨୦୨୫:

ଗତ ୮ ତାରିଖ ଗୁରୁବାର ଦିନ ଟ୍ରେନରେ ହରିଦ୍ଵାର ଯାଉଥିବା ବେଳେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ରେଳ ଷ୍ଟେସନରେ ଯାତ୍ରୀବାହୀ ଉକ୍ତଳ ଏକ୍ସପ୍ରେସରେ ଚଢ଼ୁଥିବା ସମୟରେ ଖସିପଡି ମୃତ୍ୟୁ ବରଣ କରିଥିବା ସ୍ଥାନୀୟ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସଞ୍ଜିତା ସାହୁଙ୍କ ମୃତ୍ୟୁ ଘଟିଥିଲା। ତାଙ୍କର ଉଦ୍ଦେଶ୍ୟରେ ବିଦ୍ୟାଳୟ ତରଫରୁ ଏକ "ଶୋକ ପ୍ରାର୍ଥନା" କାର୍ଯ୍ୟକ୍ରମ କରାଯାଇଥିଲା। ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏସଏମସି ସଭାପତି ବବିତା ପଣ୍ଡା, କାଉନସିଲର ସୁକାନ୍ତି ସାହୁ, ବର୍ତ୍ତମାନ୍ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଅନ୍ନପୂର୍ଣ୍ଣା ମିଶ୍ରଙ୍କ ସମେତ ଅନ୍ୟ ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ, କର୍ମଚାରୀଙ୍କ ସମେତ ସଭ୍ୟ/ସଭ୍ୟାବୃନ୍ଦ ଏଵଂ ଛାତ୍ରୀମାନେ ଯୋଗଦେଇ ଅମର ଆତ୍ମାର ସଦଗତି କାମନା ସ୍ୱରୁପ କିଛି ସମୟ ନିରବ ପ୍ରାର୍ଥନା କରିବାସହ ଶୋକଶନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଥିଲେ। ଏହି ଅବସରରେ ଦୀବ°ଗତକ ଆଦର୍ଶ,ନିତୀ, ପ୍ରେରଣାଦାୟୀ କର୍ମମୟ ଜୀବନ ଉପରେ ଆଲୋକପାତ କରାଯାଇଥିଲା।

News Comment

You Might Also Like

BACK TO TOP