Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବୁଗୁଡ଼ା ରେ କଳିଙ୍ଗ ବୁଦ୍ଧ ଟ୍ରଷ୍ଟ ତରଫରୁ ବୁଦ୍ଧ ପୁର୍ଣିମା ପାଳିତ ||

12-May-2025

କଳିଙ୍ଗ ବୁଦ୍ଧ ଟ୍ରଷ୍ଟ ପକ୍ଷ ରୁ  ବୁଦ୍ଧ ପୁର୍ଣିମା ପାଳିତ ,

            ଓଡିଶା ଜନମତ ବ୍ୟୁରୋ,

ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଠାରେ ବୁଦ୍ଧ ପୂର୍ଣ୍ଣିମା ମହା ଉତ୍ସାହର ସହ ସ୍ଥାନୀୟ ଇଣ୍ଡିଆ ସମ୍ମିଳନୀ କକ୍ଷରେ ଟ୍ରଷ୍ଟର ଅଧ୍ୟକ୍ଷା ଡ଼ା ଚିନ୍ମୟୀ ସାମନ୍ତରା ଙ୍କ ପୌରୋହିତ୍ୟରେ ପାଳିତ ହୋଇ ଯାଇଛି। ଏଥିରେ ଟ୍ରଷ୍ଟ ର ସମ୍ପାଦକ ଡ଼ କୁମୁଦ ଚନ୍ଦ୍ର ବେହେରା ବିଶ୍ଵ ଶାନ୍ତି ପ୍ରତିଷ୍ଠା ଦିଗରେ ପଞ୍ଚଶୀଳ ନୀତିର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ।ଏହି ଅବସରରେ ପହଲଗାମ ରେ ମୃତ୍ୟୁ ବରଣ କରି ଥିବା ନିରୀହ ଜନସାଧାରଣଙ୍କ ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା ଏବଂ ବିଶ୍ଵଶାନ୍ତି ପାଇଁ ବୁଦ୍ଧଖୋଲ ଠାରୁ ଗଜପତିର ଜିରଙ୍ଗ ପର୍ଯ୍ୟନ୍ତ ପଦଯାତ୍ରା କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଟ୍ରଷ୍ଟ ର ଅନ୍ୟତମ ସଦସ୍ୟ ମହେଶ୍ୱରଖୋସଲା,କାମେ ଶ୍ୱର ଦୋରା,କାହ୍ନୁ ଚରଣ ସେଠୀ,ତରୁଣ କୁମାର,ଟୁଲୁ ସେଠୀ ଓ ସଦସ୍ୟା ରଶ୍ମିତା ବେହେରା,ଇତିଶ୍ରୀ ବେହେରା ପ୍ରମୁଖ ପରିଚାଳନା କରିଥିଲା ବେଳେ ଡ଼ାକ୍ତର ପଦାରବିନ୍ଦ ଷଡ଼ଙ୍ଗୀ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏଥିରେ ପୋଲସରା,ବୁଗୁଡ଼ା,ଜଗନ୍ନାଥ ପ୍ରସାଦ,ଭଞ୍ଜ ନଗର ଓ ଆସିକା ର ଶତାଧିକ ବୁଦ୍ଧ ପ୍ରେମୀ ଯୋଗଦାନ କରିଥିଲେ।

News Comment

You Might Also Like

BACK TO TOP