Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ପୋଲସରା ବ୍ଳକ ବିଭିନ୍ନ ଶିକ୍ଷକ ସଙ୍ଘ ତରଫରୁ ନୂତନ ବିଇଓ ଙ୍କୁ ସମ୍ବର୍ଦ୍ଧନା |

14-May-2025

ପୋଲସରା ବ୍ଲକ୍ ବିଭିନ୍ନ ଶିକ୍ଷକ ସଂଘ ତରଫରୁ ନୂତନ ବିଇଓଙ୍କୁ ସମ୍ବର୍ଦ୍ଧନା।

ଓଡିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,

 ତା.୧୪/୦୫/୨୦୨୫:

ଆଜି ପୋଲସରା ବ୍ଲକର ବିଭିନ୍ନ ଶିକ୍ଷକ ସଂଗଠକ ତରଫରୁ ନୂତନ ବିଇଓ ଶ୍ରୀହର୍ଷବାବୁ ଖାଡଙ୍ଗାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏହି କ୍ରମରେ  ପିଷ୍ଟା ଶିକ୍ଷକ ସଂଘ ତରଫରୁ ସଭାପତି ସନ୍ନ୍ୟାସୀ ସାହୁଙ୍କ ନେତୃତ୍ୱରେ ସଂପାଦକ ଦିଲୀପ କୁମାର ସେଠୀ, ଜିଲ୍ଲା ସଂଘ ଉପସଭାପତି କୁଳମଣି ସାହୁଙ୍କ ସମେତ ଅନେକ ସଦସ୍ୟ/ସଦସ୍ୟା ବୃନ୍ଦ ଏଵଂ ଏୟୁପିଟିଏଫ୍ ଶିକ୍ଷକ ସଂଘ ତରଫରୁ ସଂପାଦକ ଅମିତାଭ ମିଶ୍ରଙ୍କ ନେତୃତ୍ୱରେ ସଦସ୍ୟ/ସଦସ୍ୟା ବୃନ୍ଦ କାର୍ଯ୍ୟାଳୟକୁ ଯାଇ ବିଇଓଙ୍କୁ ଉତ୍ତରୀୟ ଏଵଂ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିବାବେଳେ ବ୍ଲକର ସାନବରଗାଁ ସ୍ଥିତ ଲିଙ୍ଗରାଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ସାହୁଙ୍କ ସମେତ ବର୍ତ୍ତିନୀ ଗ୍ରାମସ୍ଥିତ ଗୋପୀନାଥ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ସାହୁ ଦ୍ୱୟ ମିଳିତ ଭାବେ ବିଇଓ ମହୋଦୟଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଦେଇଥିବାର ଦେଖିବାକୁ ମିଳିଥିଲା। 
ସମ୍ବର୍ଦ୍ଧିତ ହେବାପରେ ବିଇଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିବାସହ ସମସ୍ତଙ୍କ ଉତ୍ତରୋତ୍ତର କାମନା କରିଥିଲେ। ଏଥିସହ ଶିକ୍ଷାର ଉନ୍ନତି ସକାଶେ ଯଥାସାଧ୍ୟ ଚେଷ୍ଠା କରିବେ ବୋଲି ପ୍ରତିଶୃତି ଦେବା ସହିତ ସମସ୍ତଙ୍କ ଠାରୁ ସଠିକ୍ ସହଯୋଗ ଆସାପୋଷଣ କରିଥିଲେ। ଏହି ଅବସରରେ ସମସ୍ତଙ୍କ ସହିତ ବିଭିନ୍ନ ସମସ୍ୟା ଏଵଂ ବିଷୟ ଉପରେ ଆଲୋଚନା କରିଥିଲେ। 
ରିପୋର୍ଟ୍:ସନ୍ତୋଷ କୁମାର ପଣ୍ଡା

News Comment

You Might Also Like

BACK TO TOP