Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ପୋଲସରା ରେ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ |

15-May-2025

ପୋଲସରାରେ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା।

ଓଡିଶା ଜନମତ, ପୋଲସରା, ସନ୍ତୋଷ କୁମାର

 ପଣ୍ଡା,ତା.୧୫/୦୫/୨୦୨୫:

 ଅପରେସନ ସିନ୍ଦୂର ସଫଳତା ସକାଶେ ଭାରତର ବୀର ସୈନିକଙ୍କ ଆତଙ୍କବାଦିଙ୍କ ବିରୁଦ୍ଧରେ ନିଆଯାଇଥିବା ସାହସିକ ଆକ୍ରମଣ ପଦକ୍ଷେପକୁ ସମର୍ଥନ ଏଵଂ ଉତ୍ସାହିତ ନିମନ୍ତେ ଗଂଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ  ପୋଲସରା ଏନ୍ ଏ ସି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନ ଏଵଂ ପୋଲସରା ତହସିଲଦାର ଦୀପ୍ତିମୟୀ ପାତ୍ରଙ୍କ ନେତୃତ୍ୱରେ ଏକ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା ଦେଶାତ୍ମକବୋଧ ସଂଗୀତ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟାଳୟ ଠାରୁ ଶୋଭାଯାତ୍ରା ବାହାରି ସହର ମୁଖ୍ୟ ସଡ଼କ ଦେଇ ସହରର ଦୀର୍ଘ ଚାରି କି.ମି. ପଯ୍ୟନ୍ତ ରାଣୀପୋଡ଼ା ରାମ ମନ୍ଦିର ପଯ୍ୟନ୍ତ ଏବଂ ସେଠାରୁ ବେଲଗାଁ ଛକ ପ୍ରଯ୍ୟନ୍ତ ଯାଇ ସେଠାରୁ ଫେରି କାର୍ଯ୍ୟାଳୟରେ ଶେଷ ହୋଇଥିଲା। ଏଥିରେ ଏନ୍ ଏ ସି ଅଧ୍ୟକ୍ଷା ସଂଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଷ୍ଟାଫ୍, କର୍ମଚାରୀ, କାଉନସିଲର ବୃନ୍ଦ, ପରିମଳ କର୍ମଚାରିଙ୍କ ସମେତ ସ୍ଥାନୀୟ ବାସିନ୍ଦାମାନେ ଯୋଗଦେଇଥିଲେ।

News Comment

You Might Also Like

BACK TO TOP