Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ଖଲ୍ଲିକୋଟ ରେ "ଅପରେସନ ସିନ୍ଦୁର ` ସମର୍ଥନ ରେ ତ୍ରିରଙ୍ଗା ବାଇକ ଯାତ୍ରା, |

15-May-2025

ଅପରେସନ "ସିନ୍ଦୁର " ସମର୍ଥନ ରେ  ତ୍ରିରଙ୍ଗା ବାଇକ  ଯାତ୍ରା | 

ଓଡିଶା ଜନମତ, ଖଲ୍ଲିକୋଟ, ମାଧବ ବେହେରା, 15/05/25:

ଖଲ୍ଲିକୋଟ :  ପହଲଗାଁ ର ଅମାନବୀୟ ଘଟଣା ପରେ ସାରା ଦେଶ ରେ ପାକିସ୍ତାନୀ ବିରୋଧୀ ମନୋଭାବ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବିଭିନ୍ନ ମହଲ ରେ ଏହି ଘଟଣା ର ପ୍ରତିବାଦ ହେଉଛି |ଯା ଫଳରେ ପାକିସ୍ତାନ ର ଆତଙ୍କୀ ମନୋଭାବ କୁ ପ୍ରତିହତ କରି ଆରମ୍ଭ ହୋଇଥିବା ଅପରେସନ ସିନ୍ଦୁର କୁ ସମର୍ଥନ ଜଣାଇ ଗୁରୁବାର ଦିନ ଏକତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଖଲ୍ଲିକୋଟ ଥାନା ଠାରୁ ବାହାରି ଖଲ୍ଲିକୋଟ ସହର ପରିକ୍ରମା ପରେ ନିର୍ମଳଝର ଠାରେ ପହଂଚି ଥିଲା |ଏହି ଶୋଭାଯାତ୍ରା କୁ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ଘୁମୁସର ଜିଲ୍ଲା ସମ୍ପାଦକ ଅନିଲ ପଣ୍ଡା, ଖଲ୍ଲିକୋଟ ବ୍ଲକ ଅଧକ୍ଷା ଙ୍କ ପ୍ରତିନିଧୁ ଅରୁଣ କୁମାର ଖୁଣ୍ଟିଆ, ସାଂସଦ ପ୍ରତିନିଧି ଯଜ୍ଞ  ନାରାୟଣ ଦାଶ, ନିରଞ୍ଜନ ନାୟକ ବରିଷ୍ଟ ବିଜେପି ନେତା ସୁରେନ୍ଦ୍ର ସାହୁ ଓ ଖଲ୍ଲିକୋଟ  ତହସିଲଦାର ଡି ମାଳେଶ୍ୱର ପାତ୍ର ସମେତ ବହୁ ଯୁବକ ଓ ବୁଦ୍ଧିଜୀବୀ ମାନେ ହାତରେ ତ୍ରିରଙ୍ଗା ପତାକା ଧରି ପାକିସ୍ତାନ ବିରୋଧୀ ସ୍ଲୋଗାନ ର ନାରା ଦେଇ ବାଇକ ଯାତ୍ରା ରେ ଅଂଶ ଗ୍ରହଣ କରିଥିଲେ |

News Comment

You Might Also Like

BACK TO TOP