Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

` ସିନ୍ଦୁର " ଅପରସେନ ସଫଳତା କୁ ନେଇ ଗଞ୍ଜାମ ସହର ରେ ବାଇକ ରାଲି |

16-May-2025

ସିନ୍ଦୁର ଅପରେସନ ସଫଳତାକୁ ନେଇ ଗଞ୍ଜାମ ସହରରେ ତ୍ରିରଙ୍ଗା ବାଇକ ରାଲୀ,

ଓଡିଶା ଜନମତ. ଗଞ୍ଜାମ, ବଟ କୃଷ୍ଣ ରାଉଳ,

ପହଲଗାଓଁ ଆତଙ୍କୀ ହାମଲା ପରେ  ଆତଙ୍କବାଦୀ ହଟାଇବା ପାଇଁ ଯେଉଁ ସିନ୍ଦୁରର ଅପରେସନ ହୋଇଥିଲା ତାର ଅପୂର୍ବ ସଫଳତା କୁ ନେଇ ଗଞ୍ଜାମ ସହରରେ ଏକ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା
ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ବ୍ଲକ, ଏନଏସି ଓ ତହସିଲ ପ୍ରଶାସନ ପକ୍ଷରୁ ମିଳିତ ଭାବେ ଏହି ଶୋଭା ଯାତ୍ରା ଆୟୋଜିତ ହୋଇଥିଲା l ଅପରାହ୍ନ ସମୟରେ ଏହି ଶୋଭାଯାତ୍ରା ବ୍ଲକ କାର୍ଯ୍ୟଳୟ ରୁ ବାହାରି ବଡ଼ ବଜାର ଦେଇ ତ୍ରିବେଣୀ ମଠ ଛକ ଓ ପରେ ଦାମୋଦରପୁର ଗ୍ରାମ ଛକ ପର୍ଯ୍ୟନ୍ତ ଯାଇଥିଲା l ଉକ୍ତ ଶୋଭାଯାତ୍ରାରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଟା ପ୍ରଧାନ, ଏନଏସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ, ତହସିଲଦାର ସୁକାନ୍ତ କୁମାର ମିଶ୍ର,ଇ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ,ଏବିଡ଼ିଓ ଭବାନି ଶଙ୍କର ପ୍ରଧାନ, ଏ ଇ ଇ ସୁଶୀଲ କୁମାର ପଣ୍ଡା, ଏ ଇ ଦିଗାମ୍ବର ନାୟକ, ଏମ ବି କେ ଜଳନ୍ଧର ମହାରଣା ପ୍ରମୁଖଙ୍କ ସହ ତହସିଲ, ଏନଏସି ଓ ବ୍ଲକ କର୍ମଚାରୀ ମାନେ ଏହି ଶୋଭାଯାତ୍ରାରେ ସାମିଲ ଥିଲେ l ଶୋଭାଯାତ୍ରା ସମୟରେ ସହରରେ ଅଂଚଳ ବାସୀ ଙ୍କ ମନରେ ଜାତୀୟତା ଭାବନା ଜାଗ୍ରତ ହୋଇଥିବା ଲକ୍ଷ କରାଯାଇ ଥିଲା l

News Comment

You Might Also Like

BACK TO TOP